Masthead

ଶ୍ରୀମନ୍ଦିର ଚାରିପଟେ ୧୪୪ ଧାରା

ପୁରୀ(ବଡ଼ ଖବର ବ୍ୟୁରୋ): ଦୀପାବଳୀ ପାଇଁ ଶ୍ରୀମନ୍ଦିର ଚାରିପଟେ ଲାଗୁ ହେଲା ୧୪୪ ଧାରା। ଭିଡ଼କୁ ଦେଖି ପ୍ରଶାସନ ଏଭଳି  ନିଷ୍ପତ୍ତି ନେଇଛି । ଆସନ୍ତାକାଲି ଆଲୋକର ପର୍ବ ପବିତ୍ର ଦୀପାବଳୀ । ସେଥି ପାଇଁ ଅଜି ଠାରୁ ଲୋକଙ୍କ ଗହଳି ଗାଲିଲାଣି। ଶ୍ରୀକ୍ଷେତ୍ରରେ ଗୟା ଶ୍ରାଦ୍ଧ ଦେବା ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ ହେଉଥିବାରୁ ଏହି କଟକଣା ଲାଗୁ କରାଯାଇଛି ।

ଭୋର ୪ଟାରୁ ମଧ୍ୟରାତ୍ରୀ ପର୍ଯ୍ୟନ୍ତ ଶ୍ରୀମନ୍ଦିର ଚାରିପଟେ ଏହି କଟକଣା ବଳବତ୍ତର ରହିବ।  ଶ୍ରୀମନ୍ଦିର ଚତୁପାର୍ଶ୍ବରେ କାଉଁରିଆ କାଠି ଜାଳିବା  ଓ ପିଣ୍ଡ ଦେବାକୁ ସମ୍ପୂଣ୍ଣ ବାରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ