Masthead

୨ମାସ ପର୍ଯ୍ୟନ୍ତ ୧୪୪

କରଞ୍ଜିଆ(ବଡ଼ ଖବର ବ୍ୟୁରୋ): କରଞ୍ଜିଆ ଥାନା ଚଢେଇଭୋଳ ଗାଁର କୁମ୍ଭାର ସାହିରେ ଲାଗିଲା ୧୪୪ । ଆଜିଠୁ ୨ମାସ ପର୍ଯ୍ୟନ୍ତ ୧୪୪ ଲାଗୁ କରାଯାଇଛି । ରାମନବମୀରେ ଧର୍ମୀୟ ପତାକା ଚିରାକୁ ନେଇ ମୁହାଁମୁହିଁ ହୋଇଥିଲେ ଦୁଇ ସମ୍ପ୍ରଦାୟ। ପରେ ପୋଲିସ ଉପସ୍ଥିତିରେ ଆପୋଷ ବୁଝାମଣା କରିଥିଲେ ଦୁଇ ସମ୍ପ୍ରଦାୟ। ୧୨ଡେସିମିଲ ସରକାରୀ ଜମିରେ ମନ୍ଦିର ତିଆରି କରିବାକୁ ଯୋଜନା କରିଥିଲେ ଗୋଟିଏ ପକ୍ଷ।

ତେବେ ଅନ୍ୟ ପକ୍ଷ ମନ୍ଦିର ତିଆରି କରିବା ନେଇ ଗୁଇନ୍ଦା ସୂଚନା ପାଇବା ପରେ ଗୋଷ୍ଠୀ ସଂଘର୍ଷ ରୋକିବା ଓ ଅଞ୍ଚଳର ଶାନ୍ତିବଜାୟ ରଖିବା ପାଇଁ କରଞ୍ଜିଆ ଉପଜିଲ୍ଲାପାଳ ୧୪୪ ଧାରା ଲାଗୁ କରିଛନ୍ତି । ଅନ୍ୟପଟେ ଏବେବି ଚଢେଇଭୋଳରେ ଗୋଟିଏ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ଥିବା ସୂଚନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା