ମନ୍ଦରି ଭଙ୍ଗାକୁ ନେଇ ଉତ୍ତେଜନା, ଗାଁରେ ୧୪୪ଧାରା ଜାରି

ସୋର, (ବଡ଼ ଖବର ବ୍ୟୁରୋ): ମନ୍ଦିର ଭଙ୍ଗାକୁ କେନ୍ଦ୍ର କରି ଗାଁରେ ଉତ୍ତେଜନା । ୧୪୪ଧାରା ଜାରି କଲା ପୋଲିସ । ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ଡଗରପଡ଼ା ଗ୍ରାମରେ ଥିବା ଶନି ମନ୍ଦିରକୁ ଗତକାଲି ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଭାଙ୍ଗିଦେଇଥିଲେ । ଯାହାକୁ ନେଇ ଗାଁରେ ଉତ୍ତେଜନା ଲାଗିରହିଥିବା ବେଳେ ଆଜି ଗ୍ରାମରେ ନୀଳଗିରି ଏସଡିପିଓଙ୍କ ସମେତ ଖଇରା ତହସିଦାଲ ଓ ଖଇରା ଥାନା ଅଧିକାରୀ ପହଞ୍ଚି ୧୪୪ଧାରା ଜାରି କରିବା ସହ ଲୋକଙ୍କୁ ବୁଝାଶୁଝା କରିଛନ୍ତି । ଗ୍ରାମରେ ଏବେ ମଧ୍ୟ ଚାପା ଉତ୍ତେଜନା ଲାଗି ରହିଛି । ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’