Masthead

ମହାରାଷ୍ଟ୍ରରେ ୧୪୪

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରରେ ଆଜି ରାତି ୮ଟା ଠାରୁ ରାଜ୍ୟବ୍ୟାପୀ ୧୪୪ ଧାରା ଜାରି । ଏନେଇ ଘୋଷଣା କରିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ । ବୁଧବାର ରାତି ୮ଟା ଠାରୁ ଏପ୍ରିଲ ୩୦ ତାରିଖ ଯାଏଁ ସାରା ରାଜ୍ୟରେ ଲକଡାଉନ ଭଳି କଟକଣା ଜାରି ରହିବ । ମହାରାଷ୍ଟ୍ରରେ କରୋନା ଲକଡାଉନ ଲାଗୁ ହେବ ନାହିଁ । ହେଲେ ଲକଡାଉନ ଭଳି କଟକଣା ଲାଗୁ ହେବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରାଜ୍ୟବାସୀଙ୍କୁ ସାମ୍ବୋଧନ କରି କହିଛନ୍ତି, କରୋନା ଯୁଦ୍ଧ ପୁଣି ଆରମ୍ଭ ହୋଇଯାଇଛି ।

https://twitter.com/CMOMaharashtra/status/1382003581016924160?s=20

ତେଣୁ ଜରୁରୀ କାମ ନଥିଲେ ଘରୁ ନ ବାହାରିବାକୁ ଅନୁରୋଧ କରିଛନ୍ତି । ଗୋଟିଏ ସ୍ଥାନରେ ୪ରୁ ଅଧିକ ଲୋକ ରୁଣ୍ଡ ହୋଇପାରିବେ ନାହିଁ । ଜରୁରୀକାଳୀନ ସେବାକୁ ଛାଡ଼ି ସବୁ କିଛି ବନ୍ଦ ରହିବ । ସେହିପରି ବସ୍ ଓ ଟ୍ରେନ ବ୍ୟବହାର ଜରୁରୀକାଳୀନ ପରିସ୍ଥିତି ପାଇଁ ଚଳାଚଳ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ