Masthead

ମହାରାଷ୍ଟ୍ରରେ ୧୪୪

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରରେ ଆଜି ରାତି ୮ଟା ଠାରୁ ରାଜ୍ୟବ୍ୟାପୀ ୧୪୪ ଧାରା ଜାରି । ଏନେଇ ଘୋଷଣା କରିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ । ବୁଧବାର ରାତି ୮ଟା ଠାରୁ ଏପ୍ରିଲ ୩୦ ତାରିଖ ଯାଏଁ ସାରା ରାଜ୍ୟରେ ଲକଡାଉନ ଭଳି କଟକଣା ଜାରି ରହିବ । ମହାରାଷ୍ଟ୍ରରେ କରୋନା ଲକଡାଉନ ଲାଗୁ ହେବ ନାହିଁ । ହେଲେ ଲକଡାଉନ ଭଳି କଟକଣା ଲାଗୁ ହେବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରାଜ୍ୟବାସୀଙ୍କୁ ସାମ୍ବୋଧନ କରି କହିଛନ୍ତି, କରୋନା ଯୁଦ୍ଧ ପୁଣି ଆରମ୍ଭ ହୋଇଯାଇଛି ।

https://twitter.com/CMOMaharashtra/status/1382003581016924160?s=20

ତେଣୁ ଜରୁରୀ କାମ ନଥିଲେ ଘରୁ ନ ବାହାରିବାକୁ ଅନୁରୋଧ କରିଛନ୍ତି । ଗୋଟିଏ ସ୍ଥାନରେ ୪ରୁ ଅଧିକ ଲୋକ ରୁଣ୍ଡ ହୋଇପାରିବେ ନାହିଁ । ଜରୁରୀକାଳୀନ ସେବାକୁ ଛାଡ଼ି ସବୁ କିଛି ବନ୍ଦ ରହିବ । ସେହିପରି ବସ୍ ଓ ଟ୍ରେନ ବ୍ୟବହାର ଜରୁରୀକାଳୀନ ପରିସ୍ଥିତି ପାଇଁ ଚଳାଚଳ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା