Masthead

ବେଦାନ୍ତ ଫେକର ଓ ୨୦୦ ମିଟର ଅଞ୍ଚଳରେ ୧୪୪

ଭଦ୍ରକ (ବଡ଼ ଖବର ବ୍ୟୁରୋ): ବେଦାନ୍ତ ଫେକର ଓ ୨୦୦ ମିଟର ଅଞ୍ଚଳରେ ୧୪୪ ଧାରା ଜାରି । କମ୍ପାନୀରେ ଦୁର୍ଘଟଣାରେ ଦୁଇ ଶ୍ରମିକ ଗୁରୁତର ହେବାପରେ ପରିସ୍ଥିତିକୁ ନେଇ ୧୪୪ ଧାରା ଜାରିକରିଥିଲା ଜିଲ୍ଲା ପ୍ରଶାସନ । ଆଜି ସକାଳ ୬ ପର୍ୟ୍ୟନ୍ତ ୧୪୪ ଧାରା ଜାରିଥିବା ବେଳେ ଆଇନି ଶୃଙ୍ଖଳକୁ ଆଖି ଆଗରେ ରଖି ଭଦ୍ରକ ଜିଲ୍ଲା ପ୍ରସାଶନ ଆଉ ୪୮ ଘଣ୍ଟା ବୃଦ୍ଧି କରିଛନ୍ତି । ଏହି ଧାରା ୧୬ ତାରିଖ ସକାଳ ୬ ଘଟିକା ପର୍ୟ୍ୟନ୍ତ ବଳବତ୍ତର ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା