Masthead

ଯୁକ୍ତ୨ ପରୀକ୍ଷା ପାଇଁ ୧୮୫ ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଅକ୍ଟୋବର ପହିଲାରୁ ଆରମ୍ଭ ହେବା ଯୁକ୍ତ୨ ଅଫଲାଇନ ପରୀକ୍ଷା । ଯୁକ୍ତ୨ ସ୍ବତନ୍ତ୍ର ପରୀକ୍ଷା ପାଇଁ କେନ୍ଦ୍ର ଚୟନ କରାଯାଇଛି। କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ବିଭାଗର ୧୩ ହଜାରରୁ ଅଧିକ ପରୀକ୍ଷାର୍ଥୀ ଥିବା ବେଳେ ରାଜ୍ୟରେ ୧୮୫ଟି ପରୀକ୍ଷା କେନ୍ଦ୍ର ‌ହୋଇଛି। ପ୍ରତି କେନ୍ଦ୍ର ସହ ନକଟତମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜକୁ ଟ୍ୟାଗ୍‌ କରାଯାଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା କମିଟିର ରିପୋର୍ଟ ଆଧାରରେ କେନ୍ଦ୍ରଗୁଡ଼ିକ ଚୟନ ହୋଇଛି।

ଯେକୌଣସି ସମୟରେ ପରିଷଦ ପକ୍ଷରୁ କୌଣସି ପରୀକ୍ଷା କେନ୍ଦ୍ରକୁ ପ୍ରତ୍ୟାହାର କରାଯିବାର ଅଧିକାର ରହିଛି। ଯୁକ୍ତ୨ କଲେଜକୁ ଟ୍ୟାଗ୍‌/ଡି-ଟ୍ୟାଗ୍‌ କରିବାର କ୍ଷମତା ମଧ୍ୟ ପରିଷଦର ରହିଛି। ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନଗୁଡ଼ିକରେ ଅଧିକ ସଂଖ୍ୟକ ଛାତ୍ରଛାତ୍ରୀଙ୍କ ପରୀକ୍ଷା ପାଇଁ ବ୍ୟବସ୍ଥା ହୋଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ