୧୫ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶେଷ ହେଲା ରାଜ୍ୟ କ୍ୟାବିନେଟ୍ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୫ ପ୍ରସ୍ତାବରେ ବାଜିଛି କ୍ୟାବିନେଟ୍ ମୋହର । ଏଣିକି ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ସବୁ ଗାଁକୁ ରାସ୍ତା ହେବ । ଗଞ୍ଜମର ଶୀତଳାପଲ୍ଲୀରେ ମଲ୍ଟି ସ୍ପେଶାଲିଟି ହସପିଟାଲ ତିଆରି ହେବ । ସଉରା ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ୍ କରିବା ପାଇଁ କେନ୍ଦ୍ରକୁ ପ୍ରସ୍ତାବ ପଠାଯିବ ବୋଲି ଚୂଡାନ୍ତ ହୋଇଛି । ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନାକୁ କ୍ୟାବିନେଟରେ ଅନୁମୋଦନ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’