ସ୍କୁଲ କର୍ମଚାରୀଙ୍କୁ ବର୍ଷକୁ ମିଳିବ ୧୫ ଦିନ ସାମୟିକ ଛୁଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ରାଜ୍ୟର ସମସ୍ତ ନୂତନ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଏବଂ ମହିଳା କର୍ମଚାରୀମାନଙ୍କ ପାଇଁ ସବୈତନିକ ପ୍ରସୂତିକାଳୀନ ଛୁଟି ପ୍ରଦାନ ନିମନ୍ତେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ଏହା ଦ୍ୱାରା ରାଜ୍ୟର ୨୫୬୦ ଉଚ୍ଚ ବିଦ୍ୟାଳୟ, ୯୪୦ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ୩୯ ସଂସ୍କୃତ ଟୋଲ୍‌ ଏବଂ ୧୩୮ ମଦ୍ରାସାରେ କାର୍ୟ୍ୟରତ ପ୍ରାୟ ୩୩,୪୨୦ କର୍ମଚାରୀ (ଶିକ୍ଷକ ଓ ଅଣଶିକ୍ଷକ) ଉପକୃତ ହେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!