Masthead

ଟ୍ରାନ୍ସଫର୍ମର ଫାଟି ୧୫ ମୃତ

ଉତ୍ତରାଖଣ୍ଡ(ବଡ଼ ଖବର ବ୍ୟୁରୋ): ବିଦ୍ୟୁତ ଟ୍ରାନ୍ସଫର୍ମର ଫାଟି ୧୫ ଜଣଙ୍କ ମୃତ୍ୟୁ ହୋଇଛି । ଉତ୍ତରାଖଣ୍ଡର ଚାମୋଲି ଜିଲ୍ଲାର ଅଳକାନନ୍ଦା ନଦୀ କୂଳରେ ଘଟିଛି ଏହି ଅଘଟଣ । ଟ୍ରାନ୍ସଫର୍ମର ବିସ୍ଫୋରଣ ହେବା ପରେ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହାତ ହୋଇଛନ୍ତି । ଆହାତମାନଙ୍କୁ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତକଙ୍କ ମଧ୍ୟରେ ୪ଜଣ ପୋଲିସ କର୍ମଚାରୀ ଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ