Masthead

୧୫ ଆଇପିଏସ୍‌ଙ୍କୁ ୧୭ ଜିଲ୍ଲା ନିରୀକ୍ଷଣ ଦାୟିତ୍ୱ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଇନଶୃଙ୍ଖଳା ସଜାଡ଼ିବା ପାଇଁ ରାଜ୍ୟ ପୋଲିସ ମୁଖ୍ୟାଳୟର ବଡ଼ ପଦକ୍ଷେପ। ୧୫ IPS ଅଫିସରଙ୍କୁ ଦିଆଗଲା ୧୭ଟି ଜିଲାର ସ୍ବତନ୍ତ୍ର ନିରୀକ୍ଷଣ ଓ ତଦାରଖ ଦାୟିତ୍ୱ ।ଆସନ୍ତା ଜୁଲାଇରୁ ସମୀକ୍ଷା ଓ ଯାଞ୍ଚ ପାଇଁ ଆଇପିଏସ୍ ଅଫିସରଙ୍କୁ ନିର୍ଦ୍ଦେଶ ।

  • କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ଦାୟିତ୍ୱ
  • ସ୍ପେଶାଲ ଅପରେସନ୍ ଏଡିଜି ସଞ୍ଜୀବ ପଣ୍ଡାଙ୍କୁ କୋରାପୁଟ ଓ ରାୟଗଡ଼ା ଦାୟିତ୍ୱ
  • ଅନ୍ୟ ୧୩ ଆଇପିଏସ ଅଫିସରଙ୍କୁ ଗୋଟିଏ ଲେଖାଏଁ ଜିଲ୍ଲା ନିରୀକ୍ଷଣ ଦାୟିତ୍ୱ
  • ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଜଗତସିଂହପୁର ଜିଲ୍ଲା ନିରୀକ୍ଷଣ ଦାୟିତ୍ୱ
  • ରେଳବାଇ ଏଡିଜି ଅରୁଣ ବୋଥ୍ରାଙ୍କୁ ଅନୁଗୁଳ ଜିଲ୍ଲା ତଦାରଖ ଦାୟିତ୍ୱ
  • ଆଇନ ଓ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାରଙ୍କୁ ସମ୍ବଲପୁର ଜିଲ୍ଲା ଦାୟିତ୍ୱ
  • ଏଡିଜି ରାଜେଶ କୁମାରଙ୍କୁ ନୟାଗଡ଼, ଏଡିଜି ପ୍ରତୀକ ମହାନ୍ତିଙ୍କୁ ଯାଜପୁର
  • -ଏଡିଜି ଯତୀନ୍ଦ୍ର କୋଏଲଙ୍କୁ କଳାହାଣ୍ଡି, ଏଡିଜି ଏସ୍‌. ସାଇନିଙ୍କୁ ବଲାଙ୍ଗୀର
  • ଆଇଜି ଏସ୍‌.ପ୍ରବୀଣ କୁମାରଙ୍କୁ କନ୍ଧମାଳ, ଆଇଜି ଦୀପକ କୁମାରଙ୍କୁ ମାଲକାନଗିରି
  • ଅନୁପ ସାହୁ ପୁରୀ, ଅବିନାଶ କୁମାର ମୟୂରଭଞ୍ଜ ଓ ସାର୍ଥକ ଷଡ଼ଙ୍ଗୀ କେନ୍ଦ୍ରାପଡ଼ା
  • ଆଇଜି ଗଜଭିୟେ ସତୀଶ କୁମାର ଈଶ୍ୱରଦାସଙ୍କୁ ଢେଙ୍କାନାଳ ଜିଲ୍ଲା ଦାୟିତ୍ୱ
  • ଆସନ୍ତା ଜୁଲାଇରୁ ସମୀକ୍ଷା ଓ ଯାଞ୍ଚ ପାଇଁ ଆଇପିଏସ୍ ଅଫିସରଙ୍କୁ ନିର୍ଦ୍ଦେଶ
  • ନିରୀକ୍ଷଣ ଶେଷର ୧୫ ଦିନ ମଧ୍ୟରେ ରିପୋର୍ଟ ଦାଖଲ ବାଧ୍ୟତାମୂଳକ
ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା