Masthead

ମାୟା ନଗରୀରେ ମାୟା ଜାଲ, ଉଦ୍ଧବ ଗୋଷ୍ଠୀରେ ମିଶି ପାରନ୍ତି ୧୫ ଶିବସେନା ବିଧାୟକ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ):  ମାୟା ନଗରୀରେ ମାୟାଜାଲ । କହାରା ମାୟା କ’ଣ ଜାଣିବା ହେଉଛି ମୁସ୍କିଲ । ଅଜିତ ପାୱାର ସିନେ୍ଦ ଗୋଷ୍ଠୀରେ ମିଶିବା ପରେ ମହାରାଷ୍ଟ୍ର ରାଜନୀତି ପୂରା ଓଲଟି ଯାଇଛି । ଗତକାଲି ସିନିୟର ପାୱାରଙ୍କ ପାୱାର ଛଡ଼ାଇ ନେଇଛନ୍ତି ଜୁନିୟର ପାୱାର । ସେପଟେ ଅଜିତ ପାୱାରଙ୍କ ନେତୃତ୍ୱରେ ୮ ଜଣ ଏନସିପି ବିଧାୟକ ସରକାରରେ ସାମିଲ ହେବା ଘଟଣାକୁ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ବିଶ୍ୱସ୍ତ ନେତାମାନେ ସହଜରେ ଗ୍ରହଣ କରିପାରୁନାହାନ୍ତି। ସେମାନେ ଏହି କାରଣ ପାଇଁ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି।

ଏନସିପିକୁ ନେଇ ବିଜେପିର ରଣନୀତିକୁ ସିନ୍ଦେ ଗୋଷ୍ଠୀ ବିଧାୟକମାନେ ବିରୋଧ କରିବା ଆରମ୍ଭ କରିଛନ୍ତି। ସୂଚନା ମିଳିଛି ଯେ ସିନ୍ଦେ ଗୋଷ୍ଠୀର ପ୍ରାୟ ୧୫ ଜଣ ବିଧାୟକ ଶିବସେନା(ୟୁବିଟି) ଗୋଷ୍ଠୀରେ ଯୋଗ ଦେଇପାରନ୍ତି। ଯେଉଁମାନେ ୨୦୨୨ ଜୁନରେ ଉଦ୍ଧବଙ୍କ ବିରୋଧରେ ବିଦ୍ରୋହ କରିଥିଲେ ସେମାନେ ଏବେ ପୁଣି ତାଙ୍କ ପାଖକୁ ଫେରିବାପାଇଁ ଚାହିଛନ୍ତି। ୨ ଜଣ ଶିବସେନା ବିଧାୟକ ନିଜର ନାଁ ପ୍ରକାଶ ନକରି ଏନେଇ ଦାବି କରିଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା