Masthead

ପଦ୍ମ ଧରିଲେ ୧୫ ହଜାରରୁ ଅଧିକ କର୍ମୀ

ଏରସମା (ବଡ଼ ଖବର ବ୍ୟୁରୋ): ଏରସମା ନିର୍ବାଚନ ମଣ୍ଡଳୀ ଭାରତୀୟ ଜନତା ପାର୍ଟି ପକ୍ଷରୁ ବାଲିକୁଦା ତହସିଲ ଛକ ନିକଟରେ ଏକ ବିରାଟ ମିଶ୍ରଣ ପର୍ବ ସହିତ କର୍ମକର୍ତ୍ତା ସମ୍ମିଳନୀ ଓ ବିକଶିତ ଭାରତର ସଂକଳ୍ପ ସମାବେଶ ଅନୁଷ୍ଠିତ ହୋଇଯାଇଛି । ବାଲିକୁଦା-ଏରସମା ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେପି ନେତା ସତ୍ୟ ସାରଥୀ ମହାନ୍ତିଙ୍କ ନେତୃତ୍ୱରେ ଆୟୋଜିତ ସମାବେଶରେ ଚିଲିକାର ବିଧାୟକ ପ୍ରଶାନ୍ତ ଜଗଦେଵ, କଟକର ବିଜେପି ଜିଲ୍ଲା ସଭାପତି ପ୍ରକାଶ ବେହେରା, ସତ୍ୟବାଦୀର ପୂର୍ବତନ ବିଧାୟକ ରମା ରଞ୍ଜନ ବଳିଆର ସିଂହ, ବିଭୁ ପ୍ରସାଦ ତରାଇ ଓ ଜିଲ୍ଲା ବିଜେପି ସଭାପତି ସତ୍ୟବ୍ରତ ମହାପାତ୍ର ପ୍ରମୁଖ ଯୋଗ ଦେଇ ବିଜେପିର ହାତମୁଠାକୁ ଟାଣ କରିବାକୁ ଆହ୍ଵାନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟ ଦଳରୁ ପ୍ରାୟ ୧୫ ହଜାର ରୁ ଅଧିକ କର୍ମୀ ବିଜେପିରେ ସାମିଲ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ