Masthead

ପଦ୍ମ ଧରିଲେ ୧୫ ହଜାରରୁ ଅଧିକ କର୍ମୀ

ଏରସମା (ବଡ଼ ଖବର ବ୍ୟୁରୋ): ଏରସମା ନିର୍ବାଚନ ମଣ୍ଡଳୀ ଭାରତୀୟ ଜନତା ପାର୍ଟି ପକ୍ଷରୁ ବାଲିକୁଦା ତହସିଲ ଛକ ନିକଟରେ ଏକ ବିରାଟ ମିଶ୍ରଣ ପର୍ବ ସହିତ କର୍ମକର୍ତ୍ତା ସମ୍ମିଳନୀ ଓ ବିକଶିତ ଭାରତର ସଂକଳ୍ପ ସମାବେଶ ଅନୁଷ୍ଠିତ ହୋଇଯାଇଛି । ବାଲିକୁଦା-ଏରସମା ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେପି ନେତା ସତ୍ୟ ସାରଥୀ ମହାନ୍ତିଙ୍କ ନେତୃତ୍ୱରେ ଆୟୋଜିତ ସମାବେଶରେ ଚିଲିକାର ବିଧାୟକ ପ୍ରଶାନ୍ତ ଜଗଦେଵ, କଟକର ବିଜେପି ଜିଲ୍ଲା ସଭାପତି ପ୍ରକାଶ ବେହେରା, ସତ୍ୟବାଦୀର ପୂର୍ବତନ ବିଧାୟକ ରମା ରଞ୍ଜନ ବଳିଆର ସିଂହ, ବିଭୁ ପ୍ରସାଦ ତରାଇ ଓ ଜିଲ୍ଲା ବିଜେପି ସଭାପତି ସତ୍ୟବ୍ରତ ମହାପାତ୍ର ପ୍ରମୁଖ ଯୋଗ ଦେଇ ବିଜେପିର ହାତମୁଠାକୁ ଟାଣ କରିବାକୁ ଆହ୍ଵାନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟ ଦଳରୁ ପ୍ରାୟ ୧୫ ହଜାର ରୁ ଅଧିକ କର୍ମୀ ବିଜେପିରେ ସାମିଲ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା