Masthead

ଦେଶର ୧୫୨ଜଣଙ୍କୁ ମିଳିବ ଉତ୍କର୍ଷ ସେବା ପଦକ, ଓଡ଼ିଶାରୁ ୪

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶର ୧୫୨ଙ୍କୁ ମିଳିବ ଉତ୍କର୍ଷ ସେବା ପଦକ । ଏନେଇ କେନ୍ଦ୍ର ଗୃହମନ୍ତ୍ରାଳୟ ପକ୍ଷରୁ ତାଲିକା ପ୍ରକାଶ ପାଇଛି । ତାଲିକାରେ ଓଡିଶାର ୪ ପୋଲିସଙ୍କ ନାଁ ସାମିଲ ରହିଛି । ସେଥିମଧ୍ୟରୁ ରହିଛନ୍ତି ୨ଜଣ ଇନସପେକ୍ଟର ଏବଂ ୨ଜଣ ସବ ଇନସପେକ୍ଟର । ଇନସପେକ୍ଟର ଦେବେନ୍ଦ୍ର ମଲ୍ଲିକ ଓ ଦେବେନ୍ଦ୍ର ବିଶ୍ୱାଳଙ୍କ ନାଁ ଥିବା ବେଳେ ଅନ୍ୟ ୨ଜଣ ହେଉଛନ୍ତି ଏସଆଇ ତୃପ୍ତି ରଞ୍ଜନ ନାୟକ ଓ ଶ୍ରୀକାନ୍ତ ସାହୁ । ତଦନ୍ତ କ୍ଷେତ୍ରରେ ପାରଦର୍ଶିତା ପାଇଁ କେନ୍ଦ୍ର ପକ୍ଷରୁ ପ୍ରଦାନ କରାଯିବ ଏହି ଉତ୍କର୍ଷ ସେବା ପଦକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା