Masthead

୧୫୩ ଗଣମାଧ୍ୟମ ସଂସ୍ଥା ବନ୍ଦ କଲା ତାଲିବାନ

(ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନରେ ବନ୍ଦ ହେଲା ୧୫୩ ଗଣମାଧ୍ୟମ ସଂସ୍ଥା । ସେହି ଗଣମାଧ୍ୟମ ସଂସ୍ଥା ଗୁଡ଼ିକ ୨୦ ପ୍ରଦେଶରେ ଏମାନଙ୍କ କାମ ବନ୍ଦ କରିଦେଇଛନ୍ତି। ରେଡିଓ, ପ୍ରିଣ୍ଟ୍‌ ଏବଂ ଟିଭି ଚ୍ୟାନେଲ୍‌ ଗୁଡ଼ିକ ବନ୍ଦ ହୋଇଯାଇଛି। ଆର୍ଥିକ ସମସ୍ୟା ସହ ବିଭିନ୍ନ କଟକଣା ପାଇଁ ୧୫୦ରୁ ଅଧିକ ଗଣମାଧ୍ୟମ ସଂସ୍ଥା କାମ କରିବା ବନ୍ଦ କରିଦେଇଛନ୍ତି।

ଆଫଗାନିସ୍ତାନ ଜାତୀୟ ସାମ୍ବାଦିକ ସଂଘର ଜଣେ ପ୍ରତିନିଧି ମସରୁର୍‌ ଲୁତ୍‌ଫି କହିଛନ୍ତି, ଏହି ସମସ୍ୟାର ସମାଧାନ ଦିଗରେ କାର୍ଯ୍ୟପନ୍ଥା ଗ୍ରହଣ କରିବାପାଇଁ ଆମେ ଅନ୍ତର୍ଜାତୀୟ ସମୁଦାୟକୁ ଅନୁରୋଧ କରୁଛୁ। ଅନ୍ୟପକ୍ଷେ ତାଲିବାନ କହିଛି ଏହା ଦେଶରେ ଗଣମାଧ୍ୟମ ସଂସ୍ଥା ଏବଂ ସାମ୍ବାଦିକଙ୍କ ପାଇଁ ଏକ ସୁରକ୍ଷିତ ପରିବେଶ ସୃଷ୍ଟି କରିବାକୁ ଚେଷ୍ଟା କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ