୧୫୩ ଗଣମାଧ୍ୟମ ସଂସ୍ଥା ବନ୍ଦ କଲା ତାଲିବାନ

(ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନରେ ବନ୍ଦ ହେଲା ୧୫୩ ଗଣମାଧ୍ୟମ ସଂସ୍ଥା । ସେହି ଗଣମାଧ୍ୟମ ସଂସ୍ଥା ଗୁଡ଼ିକ ୨୦ ପ୍ରଦେଶରେ ଏମାନଙ୍କ କାମ ବନ୍ଦ କରିଦେଇଛନ୍ତି। ରେଡିଓ, ପ୍ରିଣ୍ଟ୍‌ ଏବଂ ଟିଭି ଚ୍ୟାନେଲ୍‌ ଗୁଡ଼ିକ ବନ୍ଦ ହୋଇଯାଇଛି। ଆର୍ଥିକ ସମସ୍ୟା ସହ ବିଭିନ୍ନ କଟକଣା ପାଇଁ ୧୫୦ରୁ ଅଧିକ ଗଣମାଧ୍ୟମ ସଂସ୍ଥା କାମ କରିବା ବନ୍ଦ କରିଦେଇଛନ୍ତି।

ଆଫଗାନିସ୍ତାନ ଜାତୀୟ ସାମ୍ବାଦିକ ସଂଘର ଜଣେ ପ୍ରତିନିଧି ମସରୁର୍‌ ଲୁତ୍‌ଫି କହିଛନ୍ତି, ଏହି ସମସ୍ୟାର ସମାଧାନ ଦିଗରେ କାର୍ଯ୍ୟପନ୍ଥା ଗ୍ରହଣ କରିବାପାଇଁ ଆମେ ଅନ୍ତର୍ଜାତୀୟ ସମୁଦାୟକୁ ଅନୁରୋଧ କରୁଛୁ। ଅନ୍ୟପକ୍ଷେ ତାଲିବାନ କହିଛି ଏହା ଦେଶରେ ଗଣମାଧ୍ୟମ ସଂସ୍ଥା ଏବଂ ସାମ୍ବାଦିକଙ୍କ ପାଇଁ ଏକ ସୁରକ୍ଷିତ ପରିବେଶ ସୃଷ୍ଟି କରିବାକୁ ଚେଷ୍ଟା କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ