Masthead

୨୪ ଘଣ୍ଟାରେ ୧୫୯୦ ପଜିଟିଭ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପୁଣି ମୁଣ୍ଡ ଟେକିଲାଣି କରୋନା । ୧୪୬ ଦିନ ପରେ ଆଜି ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ୧,୫୯୦ ହୋଇଛି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮,୦୦୦ ଟପିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ୨୪ ଘଣ୍ଟା ମଧ୍ୟରେ ୧,୫୯୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୦୨,୨୫୭ରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ ୬ଜଣଙ୍କ ମୃତ୍ୟୁ ହୋଇଥିବାବେଳ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୮୨୪କୁ ବୃଦ୍ଧି ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ