ନଭେମ୍ବରରେ ନିଯୁକ୍ତ ହେବେ ୧୬ ହଜାର ଶିକ୍ଷକ

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆଉ  ଶିକ୍ଷକ ସମସ୍ୟା ରହିବ ନାହିଁ। ନଭେମ୍ବର ମାସରେ ୧୬ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦେବେ ରାଜ୍ୟ ସରକାର । ଡିସେମ୍ବର ମାସ ପୂର୍ବରୁ ସମସ୍ଥ ପ୍ରକ୍ରିୟା ଶେଷ କରିବାକୁ ନିଦ୍ଦେଶ ଦିିଆଯାଇଛି। ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ।

ସେପଟେ ଦୀପାବଳି ପରେ ପ୍ରଥମ ପର୍ଯ୍ୟାୟରେ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ। ପ୍ରଥମରୁ ପଞ୍ଚମ ଶ୍ରେଣୀ ନୂତନ ବର୍ଷ ପରେ ଖୋଲିବା ନେଇ ଏଯାଏ କିଛି ନିଷ୍ପତ୍ତି ହୋଇନି । ପ୍ରଥମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ କରୋନା ଗାଇଡଲାଇନ କରିବାକୁ କହିବାର କିଛି ମାନେ ନାହିଁ, କାରଣ ସେମାନେ ସେସବୁ ବୁଝିବେ ନାହିଁ । ଫଳରେ ତାଙ୍କ ଶ୍ରେଣୀ ଖୋଲିବା ନେଇ ବିଚାର ବିମର୍ଶ ହେବ ବୋଲି ମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ