Masthead

୨୪ ଘଣ୍ଟାରେ ୧୬୨୯ ପଜିଟିଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୬୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୯୧୮୫ରେ ପହଞ୍ଚିଛି ।

ତେବେ ମଙ୍ଗଳବାର ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩୯ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୯୦ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୯୧୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୩୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୪୫୧୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୫୬୫୬୨୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କମିଲା ଶୀତ, ବଢିବ ରାତି ତାପମାତ୍ରା 🔴 ଜଗତସିଂହପୁରରେ ଘରୋଇ ବସ୍ ଚଳାଚଳ ସ୍ବାଭାବିକ 🔴 ରାତି ଅଧରେ ବୁଲିଲା ଖଣ୍ଡା 🔴 କାର ଅଟୋ ମୁହା-ମୁହିଁ ଅଟୋ, ଚାଳକ ଜୀବନ୍ତ ଦଗ୍ଧ 🔴 ଚିଲିକାରେ ଆରମ୍ଭ ହେଲା ପକ୍ଷୀ ଗଣନା 🔴 ଆଜିଠୁ କମିବ ଶୀତ 🔴 ଖସିଲା ପାରଦ, ବଢିଲା ଶୀତ 🔴 ନୃସଂଶ ସ୍ଵାମୀର ଅମାନୁଷିକ କାଣ୍ଡ 🔴 ସ୍ବାଭାବିକ ହେଲା ଲିଙ୍ଗରାଜ ମନ୍ଦିର ନୀତିକାନ୍ତି 🔴 ପୂରା ରାଜ୍ୟକୁ ଥରାଇବ ଶୀତ 🔴 କମିଲା ଶୀତ, ବଢିବ ରାତି ତାପମାତ୍ରା 🔴 ଜଗତସିଂହପୁରରେ ଘରୋଇ ବସ୍ ଚଳାଚଳ ସ୍ବାଭାବିକ 🔴 ରାତି ଅଧରେ ବୁଲିଲା ଖଣ୍ଡା 🔴 କାର ଅଟୋ ମୁହା-ମୁହିଁ ଅଟୋ, ଚାଳକ ଜୀବନ୍ତ ଦଗ୍ଧ 🔴 ଚିଲିକାରେ ଆରମ୍ଭ ହେଲା ପକ୍ଷୀ ଗଣନା 🔴 ଆଜିଠୁ କମିବ ଶୀତ 🔴 ଖସିଲା ପାରଦ, ବଢିଲା ଶୀତ 🔴 ନୃସଂଶ ସ୍ଵାମୀର ଅମାନୁଷିକ କାଣ୍ଡ 🔴 ସ୍ବାଭାବିକ ହେଲା ଲିଙ୍ଗରାଜ ମନ୍ଦିର ନୀତିକାନ୍ତି 🔴 ପୂରା ରାଜ୍ୟକୁ ଥରାଇବ ଶୀତ