Masthead

ତାଉତେରେ ୧୭ଜଣଙ୍କ ମୃତ୍ୟୁ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମୁମ୍ବାଇରେ ତାଉତେର ପ୍ରଭାବ ଅଧିକ ପଡିଛି । ୧୭ଜଣଙ୍କ ମୃତ୍ୟୁ ହୋଇଥିବା ସରକାରୀଭାବେ କୁହାଯାଇଛି । ଘଣ୍ଟାପ୍ରତି ୧୮୫ବେଗରେ ପବନ ବହୁଥିବାରୁ ବମ୍ବେ ହାଏରେ ଏକ ଜାହାଜ ଫଶି ଯାଇଛି ।

ପି-୩୦୫ ଯାତ୍ରୀବାହି ଜାହାଜରେ ୨୭୩ଜଣ ଯାତ୍ରୀ ଥିଲେ । ସେମାନଙ୍କ ମଧ୍ୟରୁ ୧୭୭ଜଣଙ୍କୁ ଉଦ୍ଧାର କରାଯାଇଛି । ଅବଶିଷ୍ଠ ୯୬ ଯାତ୍ରୀଙ୍କୁ ଉଦ୍ଧାର କରିବା ପାଇଁ ନୌସେନା ପକ୍ଷରୁ ଉଦ୍ୟମ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା