Masthead

କାନପୁରରେ ସଡ଼କ ଦୁର୍ଘଟଣା, ୧୭ମୃତ

ଲକ୍ଷ୍ନୌ(ବଡ଼ ଖବର ବ୍ୟୁରୋ) ଉତ୍ତରପ୍ରଦେଶର କାନପୁରରେ ସଡ଼କ ଦୁର୍ଘଟଣା, ୧୭ମୃତ । ଟେମ୍ପୋରେ ଯଆଥିବା ବେଳେ ଦୁର୍ଘଟଣା ଘଟିଛି । ସମସ୍ତେ ଏକ ବିସ୍କୁଟ କାରଖାନାରେ କାମ କରୁଥିଲେ । ଦୁର୍ଘଟଣା ନେଇ ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୃତକଙ୍କ ପରିବାରକୁ ୨ଲକ୍ଷ, ଆହତଙ୍କୁ ୫୦ହଜାର ଟଙ୍କା ଅନୁକମ୍ପା ରାଶି ଘୋଷଣା କରାଯାଇଛି । ଖବର ପାଇ କାନପୁର ବାହ୍ୟ ପୋଲିସ ଫୋର୍ସ ଘଟଣାସ୍ଥଳରେ ପହଂଚି ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି