Masthead

ଆଜି ୧୭୦୦ ପାର ପଜିଟିଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚିନ୍ତା ବଢାଇଛି କରୋନାର ଦ୍ୱିତୀୟ ଲହର । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୭୪୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୦୧୫ ଓ ଲୋକାଲ କେସ ୭୨୬ । ପଶ୍ଚିମ ଓଡିଶାରେ କରୋନା ଆତଙ୍କ ଖେଳାଇଛି । ଆଜି ବି ସୁନ୍ଦରଗଡ ପାଲଟିଛି ହଟସ୍ପଟ । କାଲିଠାରୁ କମ ରହିଛି ଆଜି ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି ୩୧୭ ଥିବା ବେଳେ ଆଜି ୨୬୮ ଆକ୍ରାନ୍ତ ଚିହ୍ନଟ । ଦ୍ୱିତୀୟରେ ରହିଛି ଖୋର୍ଦ୍ଧା ଜିଲ୍ଲା । ଖୋର୍ଦ୍ଧାରୁ ୨୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ବାଲେଶ୍ୱର ୧୫୮, ସମ୍ବଲପୁର ୧୨୧, କଳାହାଣ୍ଡି ୧୧୪, ନୂଆପଡାରୁ ୯୬,ବରଗଡ ୯୭, ବଲାଙ୍ଗିର ୯୩, ନବରଙ୍ଗପୁର ୮୦, କଟକ ୫୮, ପୁରୀ ୫୪,କେନ୍ଦୁଝର ୫୩, ଝାରସୁଗୁଡା ଓ ଅନୁଗୁଳରୁ ୪୩,ଷ୍ଟେଟ ପୁଲରୁ ୪୬, ମୟୁରଭଞ୍ଜ ୩୯, ଯାଜପୁର ୩୮, ରାୟଗଡା ୩୫, ଗଜପତି ୧୪, ସୋନପୁର ୧୩, ଭଦ୍ରକ ୧୧, କୋରାପୁଟ,ଗଞ୍ଜାମ, ଦେଓଗଡ ଓ ଜଗତସିଂହପୁରରୁ ୯, କନ୍ଧମାଳ ୮, ନୟାଗଡ ୭, ବୌଦ୍ଧ ୫, ମାଲକାନାଗିରି ୩, କେନ୍ଦ୍ରାପଡା ଓ ଢେଙ୍କାନାଳରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୫୧ ହଜାର ୩୦୨ ରେ ପହଞ୍ଚିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା