Masthead

୨୪ ଘଣ୍ଟାରେ ୧୭୦୩ ପଜିଟିଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୨୫୧୭ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୭୧୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୨୫୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୪୧୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୪୯୩୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୭୯୭୬୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟ୍ରାକ୍ଟରକୁ ଓଭରଟେକ୍ କରିବା ହେଲା କାଳ 🔴 ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା 🔴 ଜନ ଗଣନା କରିବାକୁ ଯାଇ ଶିକ୍ଷୟତ୍ରୀ ନିଖୋଜ 🔴 ଆମେରିକାର ଶାନ୍ତି ଆଲୋଚନାକୁ ଇରାନର ପ୍ରତ୍ୟାଖ୍ୟାନ 🔴 ଖରାରେ ସିଝୁଛି ଓଡ଼ିଶା 🔴 ଶିଖରଚଣ୍ଡୀ ପାହାଡ଼ରେ ପୁଣି ଦନ୍ତା ଆତଙ୍କ 🔴 ସୁବର୍ଣ୍ଣରେଖାରୁ ବାହାରିଲା ଦ୍ଵିତୀୟ ବିଶ୍ୱଯୁଦ୍ଧ ସମୟର ବୋମା 🔴 ଇସ୍ରାଏଲ ଏବଂ ଲେବାନନ୍ ମଧ୍ୟରେ ୧୦ ଦିନିଆ ଯୁଦ୍ଧବିରତି 🔴 ୪୪ ଡିଗ୍ରୀ ମୁହାଁ ହେଲାଣି ପାରଦ 🔴 ଟ୍ରାକ୍ଟରକୁ ଓଭରଟେକ୍ କରିବା ହେଲା କାଳ 🔴 ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା 🔴 ଜନ ଗଣନା କରିବାକୁ ଯାଇ ଶିକ୍ଷୟତ୍ରୀ ନିଖୋଜ 🔴 ଆମେରିକାର ଶାନ୍ତି ଆଲୋଚନାକୁ ଇରାନର ପ୍ରତ୍ୟାଖ୍ୟାନ 🔴 ଖରାରେ ସିଝୁଛି ଓଡ଼ିଶା 🔴 ଶିଖରଚଣ୍ଡୀ ପାହାଡ଼ରେ ପୁଣି ଦନ୍ତା ଆତଙ୍କ 🔴 ସୁବର୍ଣ୍ଣରେଖାରୁ ବାହାରିଲା ଦ୍ଵିତୀୟ ବିଶ୍ୱଯୁଦ୍ଧ ସମୟର ବୋମା 🔴 ଇସ୍ରାଏଲ ଏବଂ ଲେବାନନ୍ ମଧ୍ୟରେ ୧୦ ଦିନିଆ ଯୁଦ୍ଧବିରତି 🔴 ୪୪ ଡିଗ୍ରୀ ମୁହାଁ ହେଲାଣି ପାରଦ