Masthead

୧୭୬ଟି ବିରଳ କଇଁଛ ଜବତ, ୪ ଗିରଫ ।

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): କଇଁଛ ଚୋରା ଚାଲାଣ ବେଳେ ଦୁଇ ବାଇକ ସହ ଚାରିଜଣଙ୍କୁ କାବୁ କଲା ବନବିଭାଗ । କଳାହାଣ୍ଡି ଜିଲ୍ଲା ଗତମୁଣ୍ଡା ଠାରୁ ଉମରକୋଟ ଅଞ୍ଚଳକୁ ଚାଲାଣ ହେଉଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇ ଝରିଗାଁ ବନାଞ୍ଚଳ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ । ଗୋବିନ୍ଦ ନାୟକଙ୍କ ନେତୃତ୍ୱରେ ବନବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ପାଖାପାଖି ଦୁଇକୁଇଣ୍ଟାଲ କଇଁଛ ମୋଟ ୧୭୬ଟି ଜିଅନ୍ତା କଇଁଛ ଉଦ୍ଧାର କରିଥିଲେ । ଉଦ୍ଧାର କଇଁଛ ଗୁଡିକ ଝରିଗାଁ ସେଣ୍ଟ୍ରାଲ ନର୍ସରୀରେ ରଖାଯାଇଥିବା ବେଳେ ଚୋରାଚାଲାଣ କରୁଥିବା ଚାରିଜଣକୁ ବର୍ତ୍ତମାନ ଗିରଫ କରାଯାଇଛି ଗିରଫ ଚାରିଜଣ କଳାହାଣ୍ଡି ଅଞ୍ଚଳର ହୋଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ