Masthead

ବାଟମାରଣା ବେଳେ ଜବତ ହେଲା ୧୭୮ କ୍ୱିଣ୍ଟାଲ ପିଡିଏସ ଚାଉଳ

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ଜବତ ହୋଇଛି ୧୭୮ କ୍ୱିଣ୍ଟାଲ ପିଡିଏସ୍ ଚାଉଳ । ଓଡିଶାରୁ ପଶ୍ଚିମବଙ୍ଗକୁ ଚାଉଳ ଚୋରା ଚାଲାଣବେଳେ ଟ୍ରକ ସମେତ ୧୭୮ କ୍ୱିଣ୍ଟାଲ ପିଡିଏସ ଚାଉଳକୁ ଜବତ କରିଛି ପୋଲିସ ।

୬୦ ନମ୍ବର ଜାତୀୟ ରାଜପଥ ରୂପ୍ସା ନିକଟରେ ଚଢାଉ କରି ଜବତ କରିଛି ପୋଲିସ । ଡ୍ରାଇଭରକୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା