Masthead

ରାଜଧାନୀରେ ୧୭୮୧ ଡେଙ୍ଗୁ ଚିହ୍ନଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବ୍ୟାପୁଛି ଡେଙ୍ଗୁ । ରାଜଧାନୀରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଆଉ କିଛି ଦିନ ଗଲେ ଡେଙ୍ଗୁ ୨ ହଜାର ଛୁଇଁବ । ସୋମବାର ୫୧ ଡେଙ୍ଗୁ ରୋଗୀ ପୁଣି ଚିହ୍ନଟ ହୋଇଛନ୍ତି । କେବଳ କ୍ୟାପିଟାଲ ହସ୍ପିଟାଲକୁ ଆସି ୧ ହଜାରରୁ ଅଧିକ ଆକ୍ରାନ୍ତ ଡେଙ୍ଗୁ ପରୀକ୍ଷା କରିଛନ୍ତି । ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରେ ୧୭୮୧ ଡେଙ୍ଗୁ ରୋଗୀ ଚିହ୍ନଟ ହେଲେଣି ।

ପ୍ରତିଦିନ ଶତାଧୀକ ରୋଗୀ କ୍ୟାପିଟାଲ ହସ୍ପିଟାଲକୁ ଆସି ଡେଙ୍ଗୁ ପରୀକ୍ଷା କରୁଛନ୍ତି । ସେଥିମଧ୍ୟରୁ ଅଧିକାଂଶ ଆକ୍ରାନ୍ତ ବାହାରୁଥିବାରୁ ଚିକିତ୍ସିତ ହେଉଛନ୍ତି । ଭୁବନେଶ୍ୱରରୁ ଡେଙ୍ଗୁ କମିବାର ନା ଧରୁନାହିଁ । ସବୁ ଅଞ୍ଚଳରୁ ଡେଙ୍ଗୁ ବ୍ୟାପିଗଲାଣି । ତେବେ ବର୍ତ୍ତମାନ ରାଜ୍ୟରେ ଡେଙ୍ଗୁ ସଂଖ୍ୟା ୧୭୮୧ ରେ ପହଞ୍ଚିବା ବେଳେ ଏମାନଙ୍କ ମଧ୍ୟରୁ ୧୧୭୭ ଆରୋଗ୍ୟ ଲାଭ କରିଛନ୍ତି । ଦିନକୁ ଦିନ କ୍ୟାପିଟାଲ ହସ୍ପିଟାଲ ସମେତ ସହରାଞ୍ଚଳ ସ୍ୱାସ୍ଥ୍ୟକେନ୍ଦ୍ରଗୁଡିକରେ ଡେଙ୍ଗୁ ରୋଗୀଙ୍କ ଭିଡ ଜମୁଥିବାର ଦେଖିବାକୁ ମିଳୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ