Masthead

୧୮ପାକିସ୍ତାନୀ ଶରଣାର୍ଥୀଙ୍କୁ ମିଳିଲା ଭାରତର ନାଗରିକତା

ଗୁଜରାଟ (ବଡ଼ ଖବର ବ୍ୟୁରୋ): ୧୮ପାକିସ୍ତାନୀ ଶରଣାର୍ଥୀଙ୍କୁ ମିଳିଲା ଭାରତର ନାଗରିକତା । ଗୁଜରାଟ ଗୃହମନ୍ତ୍ରୀ ହର୍ଷ ସାଙ୍ଗଭି ୧୮ ଜଣ ପାକିସ୍ତାନୀ ନାଗରିକଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ କରିଛନ୍ତି । ଅହମ୍ମଦାବାଦରେ ରହୁଥିବା ୧୮ପାକିସ୍ତାନୀ ଶରଣାର୍ଥୀଙ୍କୁ କଲେକ୍ଟରଙ୍କ କାର୍ୟ୍ୟାଳୟରେ ନାଗରିକତ୍ୱ ପ୍ରଦାନ କରିଛନ୍ତି । ଏହା ସହିତ ଗୁଜୁରାଟରେ ରହୁଥିବା ୧,୧୬୭ ଶରଣାର୍ଥୀ ହିନ୍ଦୁଙ୍କୁ ଅହମ୍ମଦାବାଦ ଜିଲା କଲେକ୍ଟରେଟ ଦ୍ୱାରା ନାଗରିକତ୍ୱ ପ୍ରଦାନ କରାଯାଇଛି। ସାଙ୍ଗଭୀ କହିଛନ୍ତି, ଭାରତୀୟ ନାଗରିକତା ହାସଲ କରିଥିବା ସମସ୍ତ ଲୋକଙ୍କୁ ସମାଜର ମୁଖ୍ୟ ସ୍ରୋତରେ ଆଣିବା ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାର ପ୍ରତିବଦ୍ଧ। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଆଫଗାନିସ୍ତାନ, ପାକିସ୍ତାନ ଏବଂ ବାଂଲାଦେଶର ଦଳିତ ସଂଖ୍ୟାଲଘୁଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ କରିବା ପାଇଁ ବିଶେଷ ଉଦ୍ୟମ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା