Masthead

୨୪ ଘଣ୍ଟାରେ ୧୮୩୩ ପଜିଟିଭ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୭୫୪୮ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୭୭୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୭୫୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୯୧୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୪୩୦୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୫୫୮୧୬୫୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ