Masthead

୨୪ ଘଣ୍ଟାରେ ୧୮୬୪ ପଜିଟିଭ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୮୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୬୮ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ପଜିଟିଭ୍ ଚିହ୍ନଟକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୫୭୧୫ରେ ପହଞ୍ଚିଛି ।

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୮୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୭୮୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୫୭୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୦୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୪୧୨୦୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୫୧୦୬୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି