Masthead

୧୮ରେ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ୧୮ରେ ମାଟ୍ରିକ ରେଜଲ୍ଟ । ସକାଳ ୧୦ଟାରେ ପ୍ରକାଶ ପାଇବ ଫଳ ।୧୨ଟାରେ ୱେବସାଇଟରେ ଉପଲବ୍ଧ ହେବ ଫଳ । ରାଜ୍ୟ ମୁକ୍ତ ବିଦ୍ୟାଳୟ ଓ ମଧ୍ୟମା ଫଳ ବି ୧୮ରେ ପ୍ରକାଶ ପାଇବ । ମାଟ୍ରିକ୍ ପରୀକ୍ଷା ଫଳାଫଳ ପ୍ରକାଶ କରିବା ପାଇଁ ବୋର୍ଡ ପକ୍ଷରୁ ପ୍ରସ୍ତୁତି କରାଯାଇଥିବା ସୂଚନା ମିଳିଛି । ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ଜଣ ପିଲା ମାଟ୍ରିକ୍ ପରୀକ୍ଷା ଦେଇଛନ୍ତି । ୩ ହଜାର ୨୧୮ଟି କେନ୍ଦ୍ରରେ ମାଟ୍ରିକ୍ ପରୀକ୍ଷା ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା