Masthead

୧୮ରେ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ୧୮ରେ ମାଟ୍ରିକ ରେଜଲ୍ଟ । ସକାଳ ୧୦ଟାରେ ପ୍ରକାଶ ପାଇବ ଫଳ ।୧୨ଟାରେ ୱେବସାଇଟରେ ଉପଲବ୍ଧ ହେବ ଫଳ । ରାଜ୍ୟ ମୁକ୍ତ ବିଦ୍ୟାଳୟ ଓ ମଧ୍ୟମା ଫଳ ବି ୧୮ରେ ପ୍ରକାଶ ପାଇବ । ମାଟ୍ରିକ୍ ପରୀକ୍ଷା ଫଳାଫଳ ପ୍ରକାଶ କରିବା ପାଇଁ ବୋର୍ଡ ପକ୍ଷରୁ ପ୍ରସ୍ତୁତି କରାଯାଇଥିବା ସୂଚନା ମିଳିଛି । ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ଜଣ ପିଲା ମାଟ୍ରିକ୍ ପରୀକ୍ଷା ଦେଇଛନ୍ତି । ୩ ହଜାର ୨୧୮ଟି କେନ୍ଦ୍ରରେ ମାଟ୍ରିକ୍ ପରୀକ୍ଷା ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା