Masthead

ଆଜି ସଂସଦରେ ଶପଥ ନେବେ ୧୯ ଓଡ଼ିଆ ସାଂସଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ସଂସଦରେ ଶପଥ ନେବେ ୧୯ ଓଡ଼ିଆ ସାଂସଦ । ଗତକାଲି ଓଡ଼ିଶାର ଦୁଇ ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ ଶପଥ ଗ୍ରହଣ କରିସାରିଛନ୍ତି। ଆଜି ବାକି ୧୯ ସାଂସଦ ଶପଥ ନେବେ । ଅଷ୍ଟଦଶ ଲୋକସଭାର ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହୋଇଥିବା ବେଳେ ନବନିର୍ବାଚିତ ସାଂସଦମାନେ ଶପଥ ନେଉଛନ୍ତି । ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭର୍ତ୍ତୃହରି ମହତାବଙ୍କୁ କାମ ଚଳା ବାଚସ୍ପତି ରୂପେ ଶପଥ ପାଠ କରାଇଥିଲେ।

ଏହାପରେ ସେ ଗୃହରେ ନବନିର୍ବାଚିତ ସାଂସଦଙ୍କୁ ଶପଥପାଠ କରାଇଥିଲେ। ଭର୍ତ୍ତୃହରି ମହତାବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ସାଂସଦମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।ଗତକାଲି ପ୍ରଥମ ଦିନରେ ୨୮୦ ସାଂସଦ ଶପଥ ଗ୍ରହଣ କରିଥିବା ବେଳେ । ଅବଶିଷ୍ଟ ସାଂସଦ ଆଜି ଶପଥ ନେବେ। ଆସନ୍ତା କାଲି ହେବ ବାଚସ୍ପତି ନିର୍ବାଚନ। ୨୭ ତାରିଖରେ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି