Masthead

ଆଜିଠୁ ଯୁକ୍ତ ୨ ନମଲେଖା ଆବେଦନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଯୁକ୍ତ ୨ ନାମଲେଖା ନେଇ ଆଜିଠୁ ଆରମ୍ଭ ହେବ ଆବେଦନ ପ୍ରକ୍ରିୟା । ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ସଂସ୍କୃତି ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେଉଛି । ଛାତ୍ରଛାତ୍ରୀ www.samsodisha.gov.in  ମାଧ୍ୟମରେ ସେପ୍ଟେମ୍ବର ୫ପର୍ଯ୍ୟନ୍ତ ଆବେଦନ କରିପାରିବେ । ସେପ୍ଟେମ୍ବର ୧୩ ତାରିଖରେ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ । ୧୪ରୁ ୨୧ ତାରିଖ ମଧ୍ୟରେ ନାମଲେଖା ହେବ ।

ସେପ୍ଟେମ୍ବର ୧୩ ପୂର୍ବାହ୍ନରେ ପ୍ରଥମ ପର୍ଯ୍ୟ।ୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ ଏବଂ ୧୪ରୁ ୨୧ ତାରିଖ ମଧ୍ୟରେ ନାମଲେଖା ଅନୁଷ୍ଠିତ ହେବ । ସେହିପରି ସେପ୍ଟେମ୍ବର ୨୭ରେ ଦ୍ବିତୀୟ ପର୍ଯ୍ୟ।ୟ ମେରିଟ୍ ଲିଷ୍ଟ ପ୍ରକାଶ କରାଯିବ ଏବଂ ନାମଲେଖା ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୧ ମଧ୍ୟରେ ହେବ । ଅକ୍ଟୋବର ୪ରେ ସ୍ପଟ୍ ନାମଲେଖା ଲାଗି ଛାତ୍ରଛାତ୍ରୀଙ୍କ ତାଲିକା ପ୍ରକାଶ ପାଇବ । ୫ ତାରିଖ ଅପରାହ୍ଣ ୨ଟା ସୁଦ୍ଧା ସ୍ପଟ୍ ନାମଲେଖା ଲାଗି ଛାତ୍ରଛାତ୍ରୀ ପଞ୍ଜୀକରଣ କରିପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ