ଆଜିଠୁ ଯୁକ୍ତ ୨ ନମଲେଖା ଆବେଦନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଯୁକ୍ତ ୨ ନାମଲେଖା ନେଇ ଆଜିଠୁ ଆରମ୍ଭ ହେବ ଆବେଦନ ପ୍ରକ୍ରିୟା । ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ସଂସ୍କୃତି ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେଉଛି । ଛାତ୍ରଛାତ୍ରୀ www.samsodisha.gov.in  ମାଧ୍ୟମରେ ସେପ୍ଟେମ୍ବର ୫ପର୍ଯ୍ୟନ୍ତ ଆବେଦନ କରିପାରିବେ । ସେପ୍ଟେମ୍ବର ୧୩ ତାରିଖରେ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ । ୧୪ରୁ ୨୧ ତାରିଖ ମଧ୍ୟରେ ନାମଲେଖା ହେବ ।

ସେପ୍ଟେମ୍ବର ୧୩ ପୂର୍ବାହ୍ନରେ ପ୍ରଥମ ପର୍ଯ୍ୟ।ୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ ଏବଂ ୧୪ରୁ ୨୧ ତାରିଖ ମଧ୍ୟରେ ନାମଲେଖା ଅନୁଷ୍ଠିତ ହେବ । ସେହିପରି ସେପ୍ଟେମ୍ବର ୨୭ରେ ଦ୍ବିତୀୟ ପର୍ଯ୍ୟ।ୟ ମେରିଟ୍ ଲିଷ୍ଟ ପ୍ରକାଶ କରାଯିବ ଏବଂ ନାମଲେଖା ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୧ ମଧ୍ୟରେ ହେବ । ଅକ୍ଟୋବର ୪ରେ ସ୍ପଟ୍ ନାମଲେଖା ଲାଗି ଛାତ୍ରଛାତ୍ରୀଙ୍କ ତାଲିକା ପ୍ରକାଶ ପାଇବ । ୫ ତାରିଖ ଅପରାହ୍ଣ ୨ଟା ସୁଦ୍ଧା ସ୍ପଟ୍ ନାମଲେଖା ଲାଗି ଛାତ୍ରଛାତ୍ରୀ ପଞ୍ଜୀକରଣ କରିପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!