Masthead

୧୨ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଅଡମିଶନ ପ୍ରକ୍ରିୟା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୧୨ତାରିଖରୁ ଆରମ୍ଭ ହେବ ଯୁକ୍ତ୨ ଆଡମିଶନ ପ୍ରକ୍ରିୟା । ସାମସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ । ତେବେ ଛାତ୍ରଛାତ୍ରୀଙ୍କ ପାଇଁ ଖୁସିର କଥା ହେଉଛି ଏଥିରେ କୌଣସି ଆଡମିଶନ ଫି ଲାଗୁ ହେବ ନାହିଁ ।

ଏହାସହ ସିଟ୍ ସଂଖ୍ୟାରେ ବୃଦ୍ଧି କରାଯାଇଛି । ବିଜ୍ଞାନରେ ୧୩ ହଜାର, କଳାରେ ୩୮ହଜାର ଏବଂ ବାଣିଜ୍ୟରେ ୩ହଜାର ୯ଶହକୁ ବୃଦ୍ଧି ପାଇଛି ସିଟ୍ ସଂଖ୍ୟା । ତେବେ ଯୁକ୍ତ୨ରେ ମୋଟ ୫୪ହଜାର ୯ଶହ ସିଟ୍ ବୃଦ୍ଧି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି