Masthead

ଡଙ୍ଗା ବୁଡ଼ି ୨ ଛୁଆ ମୃତ, ମା’ ନିଖୋଜ

ଦେବଗଡ଼ (ବଡ଼ ଖବର ବ୍ୟୁରୋ): ଡଙ୍ଗା ବୁଡ଼ି ୨ ଛୁଆ ମୃତ, ମା’ ନିଖୋଜ । ରେଙ୍ଗାଲି ଡ୍ୟାମ୍‌ରେ ମାଛ ଧରିବା ବେଳେ ବୁଡ଼ିଗଲା ଡଙ୍ଗା । କୁଣ୍ଢେଇଗୋଳା ଥାନା ତଲେଇସର ଡ୍ୟାମ୍‌ ନିକଟରେ ଘଟିଛି ଅଘଟଣ । ବାପା ମାଆ ୨ ଛୁଆକୁ ଧରି ମାଛ ଧରିବାକୁ ଆସିଥିଲେ ପରିବାର । ୨ ମୃତ ଶିଶୁଙ୍କ ମଧ୍ୟରେ ଜଣେ ୬ ବର୍ଷ ଓ ଅନ୍ୟଜଣେ ୩ ବର୍ଷର ଶିଶୁ ରହିଥିବା ଜଣାପଡ଼ିଛି । ତେବେ ଡଙ୍ଗା ବୁଡ଼ିବା ପରେ ବାପା ଗୋଟେ ପୁଅକୁ ଧରି କୂଳକୁ ଆସିଥିଲେ । କୂଳକୁ ଆସିବା ପରେ ପୁଅ ମୃତ ହୋଇଥିବା ଜାଣିପାରିଥିଲେ । ବିଳମ୍ବିତ ରାତିରେ ଡଙ୍ଗା ଓଲଟି ପଡ଼ିବାରୁ ଏଭଳି ଅଘଟଣ ଘଟିଥିବା କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି