Masthead

୨ କେନ୍ଦ୍ରମନ୍ତ୍ରୀ ଓ ୨ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ଗସ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଆସିଛନ୍ତି ହେଭିୱେଟ । ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ବିଜେପିର ୨ ବରିଷ୍ଠ ନେତା । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ । ରାଜନାଥ ସିଂ ଭବାନୀପାଟଣା, ରାୟଗଡ଼ାରେ କରିବେ ସଭା । ସେପଟେ ନବରଙ୍ଗପୁରକୁ ଆସିବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ । ସେହିପରି ଆସନ୍ତା ୯ ତାରିଖରେ ଓଡ଼ିଶା ଆସିବେ ବିଜେପିର ୨ ବରିଷ୍ଠ ନେତା ନୀତିନ ଗଡ଼କରୀ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା । ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ପୁରୀ ଜିଲ୍ଲାରେ କରିବେ ସଭା । ପୁରୀ ଓ କୃଷ୍ଣପ୍ରସାଦରେ ସମାବେଶରେ ଦେବେ ଯୋଗ ।

ସେପଟେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ଓଡ଼ିଶାର ୩ଟି ଜାଗାରେ କରିବେ ସଭା । ମାଲକାନଗିରି, ଚିତ୍ରକୋଣ୍ଡା, ଖଲ୍ଲିକୋଟରେ ସଭା କରିବେ । ବିଜେପିର ଷ୍ଟାର ପ୍ରଚାରକ ତାଲିକାରେ ହେମାମାଳିନୀ ସାମିଲ । ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ ହେଲେ ହେମା ମାଳିନୀ । ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସ୍ଥାନରେ ହେମାମାଳିନୀଙ୍କୁ ଷ୍ଟାର ପ୍ରଚାରକ ଭାବରେ ସାମିଲ କରିଛି ବିଜେପି ।ତାଲିକାରେ ସାମିଲ ପରେ ଓଡ଼ିଶାରେ ହେମାମାଳିନୀ ପ୍ରଚାର କରିବା ସ୍ପଷ୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ