Masthead

ବୁଢ଼ାବଳଙ୍ଗରେ ବୁଡ଼ି ୨ ନାବାଳକ ମୃତ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ଗାଧୋଇଲା ବେଳେ ପାଣିରେ ବୁଡ଼ି ୨ ନାବାଳକ ମୃତ । ବାଲେଶ୍ୱର ବୁଢ଼ାବଳଙ୍ଗ ନଦୀରେ ବୁଡ଼ି ୨ ଭାଇଙ୍କ ମୃତ ହୋଇଛି । ଗାଧୋଇବା ବେଳେ ରେମୁଣା ପତୁକାଶାସନ ଗାଁରେ ଏହି ଅଘଟଣ ଘଟିଛି ।  ଦୁଇ ଭାଇ ଜଣ ଆଜି ୧୨ ଟା ସମୟରେ ନଇକୁ ଗାଧୋଇବାକୁ ଯାଇ ନଦୀର ଗଭୀର ଶ୍ରୋତରେ ଭାସି ଯାଇଥିଲେ । ସ୍ଥାନୀୟ ଲୋକେ ୨ ଭାଇଙ୍କୁ ଉଦ୍ଧାର କରି ବୈସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି । ବଡ଼ ଭାଇର ନାମ ବିକାଶ ପଣ୍ଡା ହୋଇଥିବା ବେଳେ ସାନ ଭାଇ ତୁଷାର ପଣ୍ଡା ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ