ବୁଢ଼ାବଳଙ୍ଗରେ ବୁଡ଼ି ୨ ନାବାଳକ ମୃତ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ଗାଧୋଇଲା ବେଳେ ପାଣିରେ ବୁଡ଼ି ୨ ନାବାଳକ ମୃତ । ବାଲେଶ୍ୱର ବୁଢ଼ାବଳଙ୍ଗ ନଦୀରେ ବୁଡ଼ି ୨ ଭାଇଙ୍କ ମୃତ ହୋଇଛି । ଗାଧୋଇବା ବେଳେ ରେମୁଣା ପତୁକାଶାସନ ଗାଁରେ ଏହି ଅଘଟଣ ଘଟିଛି ।  ଦୁଇ ଭାଇ ଜଣ ଆଜି ୧୨ ଟା ସମୟରେ ନଇକୁ ଗାଧୋଇବାକୁ ଯାଇ ନଦୀର ଗଭୀର ଶ୍ରୋତରେ ଭାସି ଯାଇଥିଲେ । ସ୍ଥାନୀୟ ଲୋକେ ୨ ଭାଇଙ୍କୁ ଉଦ୍ଧାର କରି ବୈସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି । ବଡ଼ ଭାଇର ନାମ ବିକାଶ ପଣ୍ଡା ହୋଇଥିବା ବେଳେ ସାନ ଭାଇ ତୁଷାର ପଣ୍ଡା ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ