Masthead

କାଲିଠୁ ୨ମୃତଦେହ ରଖି ରାସ୍ତାରୋକ

କୋଇଡ଼ା   (ବଡ଼ ଖବର ବ୍ୟୁରୋ):  କୋଇଡ଼ା ସେଗାସାହି ଛକରେ ଅଜଣା ଗାଡ଼ି ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟଣା । ଦୁର୍ଘଟଣା ପରେ କାଲି ରାତିରୁ ପଡ଼ିରହିଛି ୨ ମୃତଦେହ । କ୍ଷତିପୂରଣ ଦାବିରେ ରାସ୍ତାରେ ୨ ମୃତଦେହ ରଖି ରାସ୍ତାରୋକ କରିଛିନ୍ତି ଲୋକେ । ରାସ୍ତାର ଉଭୟ ପାଶ୍ୱର୍ରେ ଅଟକି ରହିଛି ମାଲ୍ ବୋଝେଇ ଗାଡ଼ି । କାଲି ବାହୁଡ଼ା ଯାତ୍ରା ଦେଖି ଫେରୁଥିବା ବେଳେ ଦୁର୍ଘଟଣା ଘଟିଥିଲା । ୨ ଜଣଙ୍କ ମୃତ୍ୟୁ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ମାସେ ହେଲା ପୋଖରୀରେ ୧୬ ବର୍ଷୀୟ କିଶୋର 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ମାସେ ହେଲା ପୋଖରୀରେ ୧୬ ବର୍ଷୀୟ କିଶୋର 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨