Masthead

ବାତ୍ୟା ପ୍ରଭାବରେ ୨ମୃତ

କେନ୍ଦୁଝର/ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ୟାଶ ପ୍ରଭାବରେ ଓଡ଼ିଶାରେ ଦୁଇ ଜଣ ମୃତ । ଦୁଇଜଣଙ୍କ ଉପରେ ଗଛ ପଡ଼ିଯିବା କାରଣରୁ ସେମାନଙ୍କ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି । ବାଲେଶ୍ୱରରେ ହିଟ ହୋଇଥିବା ବାତ୍ୟା ‘ୟାଶ’ ପ୍ରଭାବରେ ବାଲେଶ୍ୱର ଓ କେନ୍ଦୁଝରରୁ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି ।

ବାଲେଶ୍ୱରରେ ବାତ୍ୟା ‘ୟାଶ’ର ତାଣ୍ଡବ ଦେଖିବାକୁ ମିଳିଥିବା ବେଳେ ଏଥିରୁ ବର୍ତ୍ତିନି କେନ୍ଦୁଝର । ତେବେ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଥିଲା । ତଳିଆ ଅଞ୍ଚଳରୁ ଲୋକମାନଙ୍କୁ ସ୍ଥାନାନ୍ତର କରାଯାଇଥିଲା । ଚିକିତ୍ସା ପାଇଁ ମଧ୍ୟ ବ୍ୟାପକ ପ୍ରସ୍ତୁତି ହୋଇଥିଲା । ତଥାପି ଅମାନିଆ ହୋଇ ବାହାରେ ବୁଲିଥିବା କାରଣରୁ ଗଛ ପଡ଼ି ଏହି ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ