Masthead

ହାତୀ ଆକ୍ରମଣ, ୨ ମୃତ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ହାତୀ ନେଲା ୨ ଜୀବନ । ଅନୁଗୁଳ ବନଖଣ୍ଡ ବନ୍ତଳା ରେଞ୍ଜ ବଡ଼ କନ୍ତକୁଳ ଗାଁରେ ହାତୀ ଆକ୍ରମଣର ଶିକାର ହୋଇଛନ୍ତି ଦୁଇଜଣ ମହିଳା । ବଡକନ୍ତକୁଳ ଗାଁର ମୁଳି ପ୍ରଧାନ ଏବଂ ଗୌରୀ ରାଉଳ ଆମ୍ବ ଗୋଟାଇବାକୁ ଯାଇଥିଲେ । ଏହି ସମୟରେ ହାତୀ ଦଳି ଦେଇଥିବା ସୂଚନା ମିଳିଛି । ଘଟଣା ସ୍ଥଳରେ ମୁଳି ପ୍ରଧାନଙ୍କ ମୃତ୍ୟୁ ହୋଇଥିବା ବେଳେ ଡାକ୍ତରଖାନାରେ ଗୌରୀଙ୍କର ମୃତ୍ୟୁ ହୋଇଛି । ଖବର ପାଇଁ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି