Masthead

ଟ୍ରକ ଧକ୍କାରେ ୨ ମୃତ

ଅତାବିରା (ବଡ଼ ଖବର ବ୍ୟୁରୋ): ଟ୍ରକ ଧକ୍କାରେ ୨ଜଣ ବ୍ୟକ୍ତି ମୃତ । ବରଗଡ଼ ଜିଲ୍ଲା ଅତାବିରା ଆନନ୍ଦ ମଣ୍ଡପ ସମ୍ମୁଖରେ ଘଟିଛି ଏହି ଦୁର୍ଘଟଣା । ୫୩ ନମ୍ବର ଜାତୀୟ ରାଜପଥ ଅତାବିରା ଆନନ୍ଦ ମଣ୍ଡପ ସ୍ଥିତ କୋବେଟା ସୋରୁମ ସମ୍ମୁଖରେ ଟ୍ରକ ଧକ୍କା ନେବା ଯୋଗୁଁ ୨ ଜର ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ମୃତକ ମାନେ ହେଲେ ବରଗଡ ଜିଲ୍ଲା ସଦର ଥାନା ଅନ୍ତର୍ଗତ ବେହେରା ଗ୍ରାମର ଚିକୁ ସାହୁ ଓ ୫୦ ବର୍ଷୀୟ ନାରାୟଣ ସେଟ।

ସୂଚନା ଅନୁସାରେ NLO1 AB 8670 ନମ୍ବର ଥିବା ଗୋଟିଏ କେଣ୍ଟର ଟ୍ରକ ବରଗଡରୁ ସମ୍ବଲପୁର ଯାଉଥିବା ସମୟରେ କୋବେଟା ସୋରୁମ ସମ୍ମୁଖରେ ଛିଡା ହୋଇଥିବା ODO3 S 6777 ନମ୍ବର ଥିବା ଗୋଟିଏ କାରକୁ ଓ ଗୋଟିଏ ଟ୍ରାକ୍ଟର ଗାଡି ଓହ୍ଲାଉଥିବା ସମୟରେ ୨ ଜଣ ବ୍ୟକ୍ତିଙ୍କୁ ଧକ୍କା ଦେଇଥିଲା । ଯାହାଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ଖବର ପାଇ ଅତାବିରା ପୋଲିସ ଘଟଣା ସ୍ଥଳକୁ ପହଞ୍ଚି ତଦନ୍ତ ଚଲାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି