Masthead

ଦୁଇ ବାଇକ୍ ଚାଳକଙ୍କ ମୃତ୍ୟୁ

ନବରଙ୍ଗପୁର (ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଚିକିଲି ଗ୍ରାମ ବାମୁଣୀନାଳ ନିକଟରେ ଘଟିଛି ସଡ଼କ ଦୁର୍ଘଟଣା । ବାଇକ୍ଟି ଭାରସାମ୍ୟ ହରାଇ ରାସ୍ତାକଡକୁ ଖସି ବୁଦା ଭିତରକୁ ପଶି ଯାଇଥିଲା । ଘଟଣାସ୍ଥଳରେ ହିଁ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି । ଘଟଣାଟି ମଧ୍ୟ ରାତ୍ରିରେ ଘଟିଛି । ଆଜି ସକାଳୁ ସ୍ଥାନୀୟ ଲୋକ ଏହା ଦେଖି ପୋଲିସକୁ ଜଣାଇଥିଲେ । ପୋଲିସ ଦୁଇଟି ମୃତଦେହ ସହ ଉଏ୦୫କ-୫୦୫୧ ନମ୍ବରର ଏକ ବାଇକ୍ ଜବତ କରିଛି । ଜଣେ ମୃତ ଯୁବକଙ୍କ ପରିଚୟ ମିଳିଛି । ତାଙ୍କ ନାଁ ମୁକୁନ୍ଦ ଜନୀ ଓ ଅନ୍ୟ ଜଣଙ୍କର ପରିଚୟ ମିଳିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ