Masthead

+୨ ପରୀକ୍ଷା, ୧୧୪୫ କେନ୍ଦ୍ରରେ ପରୀକ୍ଷା ଦେବେ ୩ ଲକ୍ଷ ୫୮ ହଜାର ପରୀକ୍ଷାର୍ଥୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେଉଛି ଆଜିଠୁ ଯୁକ୍ତଦୁଇ ପରୀକ୍ଷା । ୧୧୪୫ କେନ୍ଦ୍ରରେ ପରୀକ୍ଷା ଦେବେ ୩ ଲକ୍ଷ ୫୮ ହଜାର ପରୀକ୍ଷାର୍ଥୀ । ୧୯ଟି ସିଟିଂରେ ଏପ୍ରିଲ ୫ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ପରୀକ୍ଷା ପରିଚାଳନା ପାଇଁ ୨୦୨ଟି ହବ୍ ରହିଛି । ସକାଳ ୧୦ଟାରେ ଆରମ୍ଭ ହେବ । ଏହା ପୂର୍ବରୁ ଛାତ୍ରଛାତ୍ରୀ ୯ଟା ୩୦ରେ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ ।

୧୫ ମିନିଟ୍ ପୂର୍ବରୁ ନିଜ ସିଟରେ ବସିବେ । ପରୀକ୍ଷାର ୧୫ ମିନିଟ୍ ପୂର୍ବରୁ ପରୀକ୍ଷାର୍ଥୀ ଉତ୍ତର ଖାତା ଏବଂ ୫ ମିନିଟ୍ ପୂର୍ବରୁ ପ୍ରଶ୍ନପତ୍ର ଦିଆଯିବ । ଆଜି ବିଜ୍ଞାନର ମାତୃଭାଷା ପରୀକ୍ଷ ଶେଷ ହେବା ପରେ ଆସନ୍ତାକାଲି କଳା ଓ ବାଣିଜ୍ୟ ପିଲା ମାତୃଭାଷା ପରୀକ୍ଷା ଦେବେ । କପି ରୋକିବା ପାଇଁ ୪ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ