Masthead

+୨ ପରୀକ୍ଷା, ୧୧୪୫ କେନ୍ଦ୍ରରେ ପରୀକ୍ଷା ଦେବେ ୩ ଲକ୍ଷ ୫୮ ହଜାର ପରୀକ୍ଷାର୍ଥୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେଉଛି ଆଜିଠୁ ଯୁକ୍ତଦୁଇ ପରୀକ୍ଷା । ୧୧୪୫ କେନ୍ଦ୍ରରେ ପରୀକ୍ଷା ଦେବେ ୩ ଲକ୍ଷ ୫୮ ହଜାର ପରୀକ୍ଷାର୍ଥୀ । ୧୯ଟି ସିଟିଂରେ ଏପ୍ରିଲ ୫ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ପରୀକ୍ଷା ପରିଚାଳନା ପାଇଁ ୨୦୨ଟି ହବ୍ ରହିଛି । ସକାଳ ୧୦ଟାରେ ଆରମ୍ଭ ହେବ । ଏହା ପୂର୍ବରୁ ଛାତ୍ରଛାତ୍ରୀ ୯ଟା ୩୦ରେ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ ।

୧୫ ମିନିଟ୍ ପୂର୍ବରୁ ନିଜ ସିଟରେ ବସିବେ । ପରୀକ୍ଷାର ୧୫ ମିନିଟ୍ ପୂର୍ବରୁ ପରୀକ୍ଷାର୍ଥୀ ଉତ୍ତର ଖାତା ଏବଂ ୫ ମିନିଟ୍ ପୂର୍ବରୁ ପ୍ରଶ୍ନପତ୍ର ଦିଆଯିବ । ଆଜି ବିଜ୍ଞାନର ମାତୃଭାଷା ପରୀକ୍ଷ ଶେଷ ହେବା ପରେ ଆସନ୍ତାକାଲି କଳା ଓ ବାଣିଜ୍ୟ ପିଲା ମାତୃଭାଷା ପରୀକ୍ଷା ଦେବେ । କପି ରୋକିବା ପାଇଁ ୪ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା