Masthead

ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଘୋଷଣା ହୋଇପାରେ +2 ପରୀକ୍ଷା ତାରିଖ । ଉଚ୍ଛ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଘୋଷଣା ହେବ ତାରିଖ । ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ପରୀକ୍ଷାର୍ଥୀଙ୍କୁ ମିଶାଇ ଫର୍ମ ପୂରଣ କରିଛନ୍ତି ୪ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ । ତେବେ ଡିସେମ୍ବର 15 ତାରିଖ ସୁଦ୍ଧା ଆଡମିଟ୍ କାର୍ଡ ମିଳିବ ଏବଂ ଫେବ୍ରୁଆରୀରୁ ପରୀକ୍ଷା ଆରମ୍ଭ ହୋଇପାରେ ବୋଲି କୁହାଯାଉଛି। ଏଥିପାଇଁ ସିଏଚଏସଇର କମିଟି ବୈଠକ ଅନୁଷ୍ଠିତ ହେବ ।

କମିଟିର ବୈଠକରେ ସିଏଚଏସଇ ପକ୍ଷରୁ ପ୍ରସ୍ତୁତ ହୋଇଥିବା ପରୀକ୍ଷା ସୂଚୀରେ ବାଜିବ ମୋହର । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ପକ୍ଷରୁ ପ୍ରସ୍ତୂତ ପରୀକ୍ଷା ସୂଚୀକୁ ଆଜି ଅନୁମୋଦନ କରିବ ସିଏଚଏସଇ ପକ୍ଷରୁ ଗଠନ କମିଟି । ମିଳିଥିବା ସୂଚନା ମୁତାବକ ଫେବୃଆରୀରୁ ଆରମ୍ଭ ହୋଇପାରେ ପରୀକ୍ଷା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ