Masthead

ଫେବୃଆରୀ ୧୪ରୁ +୨ ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆସନ୍ତାବର୍ଷ ଫେବୃଆରୀ ୧୪ରେ ଯୁକ୍ତ ଦୁଇ ପରୀକ୍ଷା। ମାଟ୍ରିକ ଭଳି ୬ ମାସ ଆଗରୁ ତାରିଖ ଘୋଷଣା କଲା ସିଏଚଏସଇ । ସୂଚନା ଅନୁଯାୟୀ ମାର୍ଚ୍ଚ ୧୩ ଯାଏଁ ଚାଲିବ ଯୁକ୍ତ ୨ ପରୀକ୍ଷା । ଏପ୍ରିଲ ଶେଷ କିମ୍ବା ମେ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ରେଜଲ୍ଟ । ୨୦୨୩-୨୪ ଶିକ୍ଷାବର୍ଷ ଲାଗି ଏକାଡେମିକ୍ କ୍ୟାଲେଣ୍ଡର ପ୍ରକାଶ କରିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଯେଉଁଥିରେ ଯୁକ୍ତ ଦୁଇ ଲାଗି ଦୁଇ ବର୍ଷର ପାଠ୍ୟକ୍ରମ ସହ ପରୀକ୍ଷା ତାରିଖ ଏବଂ ଫଳାଫଳ ତାରିଖ ମଧ୍ୟ ସୂଚୀରେ ଉଲ୍ଲେଖ ରହିଛି ।

ଆସନ୍ତା ନଭେମ୍ବର ୧୦ରୁ ୨୫ ମଧ୍ୟରେ ଫର୍ମ ଫିଲଅପ୍ ପ୍ରକ୍ରିୟା ଶେଷ ହେବ । ଜାନୁଆରୀ ପ୍ରଥମ ସପ୍ତାହରେ ହେବ ପ୍ରାକ୍ଟିକାଲ ପରୀକ୍ଷା । ସିଏଚଏସଇ ପକ୍ଷରୁ ପ୍ରକାଶିତ ଏକାଡେମିକ କ୍ୟାଲେଣ୍ଡରରେ ଏନେଇ ଉଲ୍ଲେଖ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ