Masthead

ପ୍ରକାଶ ପାଇଲା +୨ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ) ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଚଳିତ ଶିକ୍ଷାବର୍ଷରେ ପାଠ୍ୟକ୍ରମର ଯୁକ୍ତ ଦୁଇରେ ନାମଲେଖାପାଇଁ ପ୍ରଥମ ପର୍ଯ୍ୟାୟ ତାଲିକା ଗୁରୁବାର ପ୍ରକାଶ ପାଇଛି । କଳାରେ ୮୦% କଟ୍ ଅଫ ନେଇଥିବା ବେଳେ, ବିଜ୍ଞାନରେ ୯୨% ଏବଂ ବାଣିଜ୍ୟରେ ୭୯.୨୦% ରହିଛି ।ରେଭେନ୍ସା ସବୁଠୁ ଆଗରେ ରହିଛି । ଦିତ୍ୱୀୟରେ ବାଲେଶ୍ୱର ଏଫଏମ ୯୦% ତୃୁତୀୟରେ ୮୯% ସହିତ ବିଜେବି କଲେଜ ରହିଛି ।ପ୍ରଥମ ପର୍ଯ୍ୟାୟ ମେଧା ତାଲିକାରେ ମନୋନୀତ ହୋଇଥିବା ଛାତ୍ରଛତ୍ରୀ ଆସନ୍ତାକାଲିଠାରୁ ୧୩ ତାରିଖ ଭିତରେ ନାମ ଲେଖାଇ ପାରିବେ ।ସେହିପରି ପର୍ଯ୍ୟାୟ ମେଧାତାଲିକା ୧୯ ତାରିଖରେ ପ୍ରକାଶ ପାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ